ଫିଲିପୀୟ 1:22 - ପବିତ୍ର ବାଇବଲ22 ଯଦି ମୁଁ ଶରୀରରେ ଜୀବିତ ରୁହେ, ତା'ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା? Veja o Capítuloପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ। Veja o Capítuloଓଡିଆ ବାଇବେଲ22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ । Veja o Capítuloପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଯଦି ବଞ୍ଚିରହି ମୁଁ ଅଧିକ ଫଳପ୍ରଦ କାର୍ଯ୍ୟ କରିପାରେ, ତେବେ ଜୀବନ ବା ମରଣ କାହାକୁ ପସନ୍ଦ କରିବି, ମୁଁ ଠିକ୍ କରିପାରୁ ନାହିଁ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ। Veja o Capítulo |