ଫିଲିପୀୟ 1:26 - ପବିତ୍ର ବାଇବଲ26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ। Veja o Capítuloପବିତ୍ର ବାଇବଲ (Re-edited) - (BSI)26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Veja o Capítuloଓଡିଆ ବାଇବେଲ26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ । Veja o Capítuloପବିତ୍ର ବାଇବଲ (CL) NT (BSI)26 ତାହାହେଲେ, ତୁମ୍ଭେମାନେ ଜୀବନରେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ମୋ’ ପାଇଁ ଅଧିକ ଗର୍ବ ଅନୁଭବ କରିପାରିବ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Veja o Capítulo |