ଫିଲିପୀୟ 2:8 - ପବିତ୍ର ବାଇବଲ8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। Veja o Capítuloଓଡିଆ ବାଇବେଲ8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । Veja o Capítuloପବିତ୍ର ବାଇବଲ (CL) NT (BSI)8 ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। Veja o Capítulo |