ଫିଲିପୀୟ 3:19 - ପବିତ୍ର ବାଇବଲ19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Veja o Capítuloଓଡିଆ ବାଇବେଲ19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି । Veja o Capítuloପବିତ୍ର ବାଇବଲ (CL) NT (BSI)19 ନରକରେ ସେମାନଙ୍କ ଜୀବନର ସମାପ୍ତି ଘଟିବାକୁ ଯାଉଛି, କାରଣ ଶାରୀରିକ ଲାଳସା ହିଁ ସେମାନଙ୍କର ଦେବତା। ଯାହା ଲଜ୍ଜାଜନକ, ସେମାନେ ତାହା ଲାଗି ଗର୍ବ କରନ୍ତି; କେବଳ ଜାଗତିକ ବିଷୟବସ୍ତୁ ପାଇଁ ସେମାନେ ଚିନ୍ତା କରନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। Veja o Capítulo |