ଫିଲିପୀୟ 3:21 - ପବିତ୍ର ବାଇବଲ21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ। Veja o Capítuloପବିତ୍ର ବାଇବଲ (Re-edited) - (BSI)21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ। Veja o Capítuloଓଡିଆ ବାଇବେଲ21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ । Veja o Capítuloପବିତ୍ର ବାଇବଲ (CL) NT (BSI)21 ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ। Veja o Capítulo |