ତୀତସ 1:9 - ପବିତ୍ର ବାଇବଲ9 ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ। Veja o Capítuloଓଡିଆ ବାଇବେଲ9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ । Veja o Capítuloପବିତ୍ର ବାଇବଲ (CL) NT (BSI)9 ଆମ ପ୍ରଚାରିତ ଶୁଭ ବାର୍ତ୍ତାରେ ସେ ଦୃଢ଼ତା ସହିତ ବିଶ୍ୱାସ କରୁଥିବେ - ଏହି ବାର୍ତ୍ତା ପ୍ରକୃତ ଧର୍ମତତ୍ତ୍ୱ ଜ୍ଞାନ ଉପରେ ପ୍ରତିଷ୍ଠିତ ଏବଂ ସର୍ବତୋଭାବେ ନିର୍ଭରଯୋଗ୍ୟ। ଏହି ବାର୍ତ୍ତାର ସତ୍ଶିକ୍ଷାରେ ଅନ୍ୟମାନଙ୍କୁ ଅନୁପ୍ରାଣିତ କରିବାକୁ ଏବଂ ଏହାକୁ ବିରୋଧ କରୁଥିବା ଲୋକମାନଙ୍କ ଭ୍ରାନ୍ତି ଦୂର କରିବାକୁ ତାଙ୍କର ଦକ୍ଷତା ଥିବ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ। Veja o Capítulo |