୨ ଥେସଲନୀକୀୟ 1:5 - ଓଡିଆ ବାଇବେଲ5 ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Veja o Capítuloପବିତ୍ର ବାଇବଲ (Re-edited) - (BSI)5 ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Veja o Capítuloପବିତ୍ର ବାଇବଲ (CL) NT (BSI)5 ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Veja o Capítuloପବିତ୍ର ବାଇବଲ5 ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। Veja o Capítulo |