ଏଫିସୀୟ 1:23 - ଓଡିଆ ବାଇବେଲ23 ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା । Veja o Capítuloପବିତ୍ର ବାଇବଲ (Re-edited) - (BSI)23 ସେହି ମଣ୍ତଳୀ ତାହାଙ୍କ ଶରୀର ସ୍ଵରୂପ, ଅର୍ଥାତ୍, ଯେ ସମସ୍ତ ବିଷୟକୁ ସର୍ବତୋ ଭାବରେ ପୂର୍ଣ୍ଣ କରନ୍ତି, ତାହାଙ୍କର ପୂର୍ଣ୍ଣତା,। Veja o Capítuloପବିତ୍ର ବାଇବଲ (CL) NT (BSI)23 ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର; ମଣ୍ଡଳୀ ଦ୍ୱାରା ଖ୍ରୀଷ୍ଟଙ୍କ କାର୍ଯ୍ୟର ପୂର୍ଣ୍ଣତା ସାଧିତ ହୁଏ; ପୁଣି ଖ୍ରୀଷ୍ଟ ସମସ୍ତ ବିଷୟ ସମ୍ପୂର୍ଣ୍ଣର୍ କରନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା। Veja o Capítuloପବିତ୍ର ବାଇବଲ23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି। Veja o Capítulo |