ଲୂକ ଲିଖିତ ସୁସମାଚାର 2:9 - ଓଡିଆ ବାଇବେଲ9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । Veja o Capítuloପବିତ୍ର ବାଇବଲ (Re-edited) - (BSI)9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। Veja o Capítuloପବିତ୍ର ବାଇବଲ (CL) NT (BSI)9 ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। Veja o Capítuloପବିତ୍ର ବାଇବଲ9 ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। Veja o Capítulo |