ମଲାଖୀ 1:3 - ଓଡିଆ ବାଇବେଲ3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।” Veja o Capítuloପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।” Veja o Capítuloପବିତ୍ର ବାଇବଲ3 ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡ଼ିକୁ ଧ୍ୱଂସ କଲୁ। ଏଷୌର ମାତୃଭୂମି ଧ୍ୱଂସ ପାଇଲା ଏବଂ ସେଠାରେ କେବଳ ଶୃଗାଳ ବାସ କରିଲେ।” Veja o Capítulo |