ଫିଲିପୀୟ 1:5 - ଓଡିଆ ବାଇବେଲ5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି Veja o Capítuloପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି; Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି Veja o Capítuloପବିତ୍ର ବାଇବଲ5 ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ। Veja o Capítulo |