ଫିଲିପୀୟ 1:8 - ଓଡିଆ ବାଇବେଲ8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ । Veja o Capítuloପବିତ୍ର ବାଇବଲ (Re-edited) - (BSI)8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ। Veja o Capítuloପବିତ୍ର ବାଇବଲ (CL) NT (BSI)8 ତୁମ ସମସ୍ତଙ୍କ ପ୍ରତି ମୋର ଗଭୀର ସେନ୍ନହ ସ୍ୱୟଂ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମୁଁ ପାଇଛି ବୋଲି ଯେତେବେଳେ ମୁଁ କହେ, ଏହା ନିରାଟ ସତ୍ୟ। ଈଶ୍ୱର ଏହାର ସାକ୍ଷୀ ଅଟନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ। Veja o Capítuloପବିତ୍ର ବାଇବଲ8 ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ। Veja o Capítulo |