ଫିଲିପୀୟ 2:7 - ଓଡିଆ ବାଇବେଲ7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Veja o Capítuloପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Veja o Capítuloପବିତ୍ର ବାଇବଲ (CL) NT (BSI)7 ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Veja o Capítuloପବିତ୍ର ବାଇବଲ7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ, Veja o Capítulo |