ଫିଲିପୀୟ 4:11 - ଓଡିଆ ବାଇବେଲ11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି । Veja o Capítuloପବିତ୍ର ବାଇବଲ (Re-edited) - (BSI)11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। Veja o Capítuloପବିତ୍ର ବାଇବଲ (CL) NT (BSI)11 ମୁଁ ନିଜକୁ ଅବହେଳିତ ମନେକରି ଏହି କଥା କହୁ ନାହିଁ, କାରଣ ମୋର ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିକ୍ଷା କରିଛି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। Veja o Capítuloପବିତ୍ର ବାଇବଲ11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି। Veja o Capítulo |