ଫିଲିପୀୟ 4:17 - ଓଡିଆ ବାଇବେଲ17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ । Veja o Capítuloପବିତ୍ର ବାଇବଲ (Re-edited) - (BSI)17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ। Veja o Capítuloପବିତ୍ର ବାଇବଲ (CL) NT (BSI)17 କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ। Veja o Capítuloପବିତ୍ର ବାଇବଲ17 ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ। Veja o Capítulo |