ହିତୋପଦେଶ 1:22 - ଓଡିଆ ବାଇବେଲ22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ? Veja o Capítuloପବିତ୍ର ବାଇବଲ (Re-edited) - (BSI)22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ? Veja o Capítuloପବିତ୍ର ବାଇବଲ22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ? Veja o Capítulo |