ଯିରିମୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।” Shih kapitullinପବିତ୍ର ବାଇବଲ (Re-edited) - (BSI)5 ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟ-ମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ। Shih kapitullinଓଡିଆ ବାଇବେଲ5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।” Shih kapitullinପବିତ୍ର ବାଇବଲ5 “ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟଦ୍ବକ୍ତା ରୂପେ ନିଯୁକ୍ତ କଲୁ।” Shih kapitullin |