ଫିଲିପୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; Shih kapitullinପବିତ୍ର ବାଇବଲ (Re-edited) - (BSI)6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ; Shih kapitullinଓଡିଆ ବାଇବେଲ6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; Shih kapitullinପବିତ୍ର ବାଇବଲ (CL) NT (BSI)6 ତେଣୁ ମୁଁ ଏ ବିଷୟରେ ନିଶ୍ଚିତ ଯେ, ଯେଉଁ ପ୍ରଭୁ ତୁମ୍ଭମାନଙ୍କଠାରେ ଏହି ସତ୍କାର୍ଯ୍ୟ ଆରମ୍ଭ କରିଛନ୍ତି, ଖ୍ରୀଷ୍ଟ ଯୀଶୁଙ୍କ ପୁନରାଗମନ ଦିନରେ ଏହା ଶେଷ ହେବା ପର୍ଯ୍ୟନ୍ତ ସେ ତାହା ନିର୍ବାହ କରିବେ। Shih kapitullinପବିତ୍ର ବାଇବଲ6 ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ। Shih kapitullin |