Bibla në internet

- Reklamat -




2 ବଂଶାବଳୀ 1:6 - ପବିତ୍ର ବାଇବଲ

6 ସମାଗମ-ତମ୍ବୁର ସମ୍ମୁଖରେ ସଦାପ୍ରଭୁଙ୍କ ଆଗରେ ପିତ୍ତଳ ବେଦି ଆଡ଼କୁ ଶଲୋମନ ଗଲେ। ବେଦି ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହୋମବଳି ଅର୍ପଣ କଲେ।

Shih kapitullin Kopjo të gjitha

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।

Shih kapitullin Kopjo të gjitha

ଓଡିଆ ବାଇବେଲ

6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।

Shih kapitullin Kopjo të gjitha

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।

Shih kapitullin Kopjo të gjitha




2 ବଂଶାବଳୀ 1:6

Na ndiq:

Reklamat


Reklamat