ଦାନିୟେଲ 1:3 - ପବିତ୍ର ବାଇବଲ3 ତା'ପରେ ରାଜା ନବୂଖଦ୍ନିତ୍ସର ଅସ୍ପନସ୍କୁ ଏକ ଆଦେଶ ଦେଲେ। ଅସ୍ପନସ୍ ସେବାରେ ଜଣେ ନପୁଂସକାଧିପତି ଥିଲେ। ରାଜା କେତେକ ଇସ୍ରାଏଲର ସନ୍ତାନମାନଙ୍କୁ ରାଜପ୍ରାସାଦକୁ ଆଣିବା ପାଇଁ କହିଲେ। ନବୂଖଦ୍ନିତ୍ସର କେବଳ ମହତ୍ତ୍ୱପୂର୍ଣ୍ଣ ପରିବାରରୁ ଯିହୁଦୀ ଲୋକମାନଙ୍କୁ ଓ ଇସ୍ରାଏଲ ବଂଶରୁ ରାଜାମାନଙ୍କୁ ଗ୍ଭହିଁଲେ। Shih kapitullinପବିତ୍ର ବାଇବଲ (Re-edited) - (BSI)3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ ଯିଶା. ୩୯:୭ Shih kapitullinଓଡିଆ ବାଇବେଲ3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ Shih kapitullinଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ Shih kapitullin |