ଏଫିସୀୟ 1:11 - ପବିତ୍ର ବାଇବଲ11 ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ। Shih kapitullinପବିତ୍ର ବାଇବଲ (Re-edited) - (BSI)11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ଵରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ଵର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୂର୍ବରୁ ନିରୂପିତ ହେଲୁ, Shih kapitullinଓଡିଆ ବାଇବେଲ11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ, Shih kapitullinପବିତ୍ର ବାଇବଲ (CL) NT (BSI)11 ସମସ୍ତ ବିଷୟ ଈଶ୍ୱରଙ୍କ ପରିକଳ୍ପନା ଓ ନିଷ୍ପତ୍ତି ଅନୁଯାୟୀ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧନ ଲାଗି, ଖ୍ରୀଷ୍ଟଙ୍କ ଦ୍ୱାରା ତାଙ୍କର ନିଜ ଲୋକ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। Shih kapitullinଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ, Shih kapitullin |