ମଲାଖୀ 1:4 - ପବିତ୍ର ବାଇବଲ4 ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି। Shih kapitullinପବିତ୍ର ବାଇବଲ (Re-edited) - (BSI)4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା; ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା; ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଅଞ୍ଚଳ ଓ ପରମେଶ୍ଵରଙ୍କର ନିତ୍ୟ କ୍ରୋଧପାତ୍ର ସ୍ଵରୂପ ଗୋଷ୍ଠୀ ବୋଲି ନାମ ଦେବେ। Shih kapitullinଓଡିଆ ବାଇବେଲ4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ‘ଦୁଷ୍ଟତାର ଦେଶ’ ଓ ‘ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।’” Shih kapitullinଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।” Shih kapitullin |